ବଡ଼ଗାଁ ନର୍ସିଂ କଲେଜ ପ୍ରାଙ୍ଗଣରେ ଆନ୍ତର୍ଜାତିୟ ମହିଳା ଦିବସ ପାଳିତ
Balisankara, Sundargarh | Mar 8, 2026
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ସ୍ଥିତ ନର୍ସିଂ କଲେଜ ପ୍ରାଙ୍ଗଣରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବଡ଼ଗାଁ ତହସିଲଦାର ଝରଣା ପ୍ରଧାନ ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରିଥିଲେ। ମୁଖ୍ୟ ବକ୍ତା ଭାବେ ସ୍ନାତକ ମହାବିଦ୍ୟାଳୟ ଅର୍ଥନୀତି ବିଭାଗ ମୁଖ୍ୟ ମାଳବିକା ସାମଲ ଅଂଶଗ୍ରହଣ କରିଥିଲେ।