ତେଲକୋଇ: କେନ୍ଦୁଝର: ମୁଷଳ ପୋଲ ନିକଟରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ
କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ମୁଷଳ ପୋଲ ନିକଟ ରାସ୍ତାକଡ଼ରୁ ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଏବଂ ବୃଦ୍ଧାଙ୍କ ପରିଚୟ ସ୍ପଷ୍ଟ ହୋଇନଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।