Public App Logo
Jansamasya
News
Bjp
National
Police
Bihar
India
कांग्रेस
भाजपा
Congress
Modi
Delhi
Viral
Crime
Jharkhand
Up
Iyc
Bollywood
दिल्ली
Breakingnews
महिला
Narendramodi
Madhya_pradesh
सोशल_मीडिया
Madhyapradesh
Pmmodi
Rahulgandhi
Ipl
Uttarpradesh
Haryana

ସମ୍ବଲପୁର ମ୍ୟୁନିସିପାଲଟି: ସମ୍ବଲପୁର ସର୍କିଟ ହାଉସ ଠାରେ ବିଜେଡି ର ବରିଷ୍ଠ ନେତା ସଞ୍ଜୟ ଦାସବର୍ମାଙ୍କୁ ସାକ୍ଷାତ କଲେ ସମ୍ବଲପୁର ବିଜୁ ଛାତ୍ର ଜନତା ଦଳର କର୍ମୀ

ସମ୍ବଲପୁର ସର୍କିଟ ହାଉସ ଠାରେ ବିଜେଡି ର ବରିଷ୍ଠ ନେତା ସଞ୍ଜୟ ଦାସବର୍ମାଙ୍କୁ ସାକ୍ଷାତ କରିଛନ୍ତି ସମ୍ବଲପୁର ବିଜୁ ଛାତ୍ର ଜନତା ଦଳର କର୍ମୀ ମାନେ l ମିଳିଥିବା ସୂଚନା ଅନୁସାରେ ଆଜି ଦିନ ପ୍ରାୟ 8 ଟା ସମୟରେ ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କୁ ବିଜୁ ଛାତ୍ର ଜନତା ଦଳର କର୍ମୀ ମାନେ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ l ବିଶେଷ କରି ସମ୍ବଲପୁର ରେ ଦଳର ସାଙ୍ଗଠନିକ କାର୍ଯ୍ୟ ଉପରେ ଆଲୋଚନା କରିବା ସହ ଆଗାମୀ ଦିନରେ ଦଳ କିପରି ଆହୁରି ମଜବୁତ ହେବ ସେନେଇ ଆଲୋଚନା ହୋଇଥିବା ନେଇ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ସୂଚନା ଦିଆଯାଇଛି

MORE NEWS