Public App Logo
Jansamasya
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
Bareilly
Bcci
Agra
Breaking
Aimim
Railway
Bsf
Fatehpur
Meerut
Raebareli
Rain
Kashmir
���ाकिस्तान
Trending
���िवाद

ସମ୍ବଲପୁର ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ

Sambalpur M, Sambalpur | Apr 26, 2025
ଆଜି ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ସମ୍ବଲପୂର ପକ୍ଷରୁ ଜିଲ୍ଲା ସ୍ତରୀୟ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ସମାରୋହ -୨୦୨୫ ପାଳନ କରାଯାଇଥିଲା। ଏହି ଅବସରରେ ପହଲଗାମ୍ ରେ ଆତଙ୍କବାଦୀଙ୍କ ଆକ୍ରମଣର ପୀଡିତ ମାନଙ୍କୁ ସମ୍ମାନ ଜଣାଇବା ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଛି। ଏହି କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ସମ୍ବଲପୁର ଅଭିଷେକ କିଷାନ ମୁଖ୍ୟ ଅତିଥି ଓ ବିଶିଷ୍ଟ ସାହିତ୍ୟିକ ଗବେଷକ ତଥା ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଦସ୍ୟ ଶ୍ରୀ ଗଣେଶ ରାମ ନାହକ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରିଥିଲେ

MORE NEWS