କେନ୍ଦ୍ରାପଡା: ସମ ହସ୍ପିଟାଲରେ ପାଳିତ ହେଲା ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ
ଭୁବନେଶ୍ୱର ସମ ହସ୍ପିଟାଲରେ ଆୟୋଜିତ ହୋଇଛି ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ। ଏହି କାର୍ଯ୍ୟକ୍ରମରେ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଯୋଗ ଦେଇ ଏହାର ଶୁଭାରମ୍ଭ କରିଛନ୍ତି। କାର୍ଯ୍ୟକ୍ରମରେ ଅନେକ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।