କୋଟପାଡ: ଗୁପ୍ତେଶ୍ୱର ଗସ୍ତରେ ଦକ୍ଷିଣାଞ୍ଚଳ ରାଜସ୍ବ କମିସନର ସଂଗ୍ରାମ କେଶରୀ ମହାପାତ୍ର l
Kotpad, Koraput | Oct 17, 2025 ଦକ୍ଷିଣାଞ୍ଚଳ ରାଜସ୍ବ କମିସନରଙ୍କ ଗୁପ୍ତେଶ୍ୱର ଗସ୍ତ l ଶୁକ୍ରବାର ଅପରାହ୍ନ ଘଣ୍ଟେ ସମୟରେ ବୈପାରିଗୁଡ଼ା ବ୍ଲକ ଅନ୍ତର୍ଗତ ଗୁପ୍ତେଶ୍ୱର ମନ୍ଦିର ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ବ କମିସନର ସଂଗ୍ରାମ କେଶରୀ ମାହାପାତ୍ର l ଏହି ଅବସରରେ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଉପ ଜିଲ୍ଲାପାଳ ଏ ସସ୍ୟା ରେଡି, ବୈପାରୀଗୁଡା ତହସିଲଦାର ସ୍ନିଗ୍ଧା ଚୌଧୁରୀ, ଏବିଡ଼ିଓ ନିବେଦିତା ଦଣ୍ଡସେନାଙ୍କ ଗୁପ୍ତେଶ୍ୱର ପୀଠର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରିଛନ୍ତି l