Public App Logo
Jansamasya
News
Bjp
National
Police
Bihar
कांग्रेस
मौत
भाजपा
विधायक
Congress
Modi
Delhi
Viral
Odisha
दिल्ली
Breakingnews
Narendramodi
Madhya_pradesh
Pmmodi
Rahulgandhi
स्कूल
Haryana
Uttarpradesh
Cricket
शादी
Crimenews
Aap
China
Rss

ଡାବୁଗାଁ: ମେଦନା ସ୍ଥିତ ଗ୍ରାମ୍ୟଦେବୀ ମାଁ କାଳୀ କଙ୍କାଲୁଣୀ ଙ୍କ ବାର୍ଷିକ ଦଶହରା ପାଳିତ

Dabugan, Nabarangpur | Dec 15, 2025
ମେଦନା ପଞ୍ଚାୟତ ସଦର ମହକୁମା ଠାରେ ମେଦନା ଗ୍ରାମର ଗ୍ରାମଦେବୀ ମାଁକାଳୀ କଙ୍କାଳୁଣୀ ଙ୍କ ବାର୍ଷିକ ଦଶହରା ଧୁମଧାମ ରେ ପାଳିତ ହୋଇଯାଇଛି | ମାଁ କାଳୀ କଙ୍କାଳୁଣୀ ହେଉଛନ୍ତି ମେଦନା ଗ୍ରାମର ଇଷ୍ଟଦେବୀ | ସେ କେଉଁ ଆଦିମ କାଳରୁ ମେଦନା ଗ୍ରାମର ହାଟପଦା ପଡିଆ ରେ ଗ୍ରାମବାସୀଙ୍କ ଦ୍ୱାରା ପୂଜିତ ହୋଇ ଆସୁଛନ୍ତି।ଧୂମଧାମ ରେ ପାଳିତ ହେଲା ଆଜି ମାଁ ଙ୍କ ପୂଜା