ଝାରସୁଗୁଡା: ବାତ୍ୟା ଅର୍ଣ୍ଣବ ପରବର୍ତ୍ତୀ ସ୍ଥିତି ଓ ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ବାତ୍ୟା ଅର୍ଣ୍ଣବ ପରବର୍ତ୍ତୀ ସ୍ଥିତି, ଗଞ୍ଜାମରେ ଚାଲିଥିବା ଉଦ୍ଧାର କାର୍ଯ୍ୟ ଏବଂ ଆଗାମୀ ବାତ୍ୟା ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ନିଖୋଜଙ୍କ ସନ୍ଧାନ ପାଇଁ ସିସ୍ମିକ୍ ଲାଇଫ୍ ଡିଟେକ୍ସନ୍ ୟୁନିଟ୍ ବ୍ୟବହାର ହେଉଛି।