ଡୁଙ୍ଗୁରିପାଲି: ଆସନ୍ତାକାଲି ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ ଜାରି, ଜିଲ୍ଲାରେ ବିଜୁଳି ଘଡଘଡି ଶହ ବର୍ଷାର ସମ୍ଭାବନା
ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ଚାରି ଘଣ୍ଟା ସମୟରେ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ ଜାରି କରାଯାଇଛି l ଏହି କ୍ରମରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ଶହ ବର୍ଷାର ସମ୍ଭାବନା ଥିବା ବେଳେ, ଘଣ୍ଟାପ୍ରତି ପବନର ବେଗ 30 ରୁ 40 କିଲୋମିଟର ରହିବା ନେଇ ପୂର୍ବାନୁମାନ କରିଛି ରାଜ୍ୟ ପାଣିପାଗ ବିଭାଗ l