ସମ୍ବଲପୁର: ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମନ୍ତ୍ରୀ ରବି ନାରାୟଣ ନାଏକ
Sambalpur, Sambalpur | Nov 16, 2026
ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମନ୍ତ୍ରୀ ରବି ନାରାୟଣ ନାଏକ ଶୁଭେଚ୍ଛା ଜଣାଇବା ସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି।