ଆସିକା: ବେଲଗୁଣ୍ଠା: କଣ୍ଟେଇପଲ୍ଲୀ ଦୁର୍ଗାପୂଜା ମଣ୍ଡପରେ ମା'ଙ୍କ ଦର୍ଶନ କଲେ ବିଧାୟକ
Asika, Ganjam | Oct 20, 2026 ବେଲଗୁଣ୍ଠା ବ୍ଲକ କଣ୍ଟେଇପଲ୍ଲୀ ଦୁର୍ଗାପୂଜା ମଣ୍ଡପରେ ମା’ ଦୁର୍ଗାଙ୍କ ଦିବ୍ୟ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ବିଧାୟକ। ଅଞ୍ଚଳବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ମା’ଙ୍କ ନିକଟରେ କଲେ ପ୍ରାର୍ଥନା।