ରାଉରକେଲା ମ୍ୟୁନିସିପାଲଟି: ରାଉରକେଲା କଳିଙ୍ଗ ବିହାର ବୋଇତ ବନ୍ଦାଣ ଉତ୍ସବ କମିଟି ପକ୍ଷରୁ ଶେଷ ପ୍ରସ୍ତୁତି ବୈଠକ, ପ୍ରତିକ୍ରିୟା ରଖିଲେ କର୍ମକର୍ତ୍ତା
ବୋଇତ ବନ୍ଦାଣ ଉତ୍ସବ ମହାସମାରୋହରେ ପାଳନ କରିବାକୁ ନେଇ ରାଉରକେଲା କଳିଙ୍ଗ ବିହାର ବୋଇତ ବନ୍ଦାଣ ଉତ୍ସବ କମିଟି ପକ୍ଷରୁ ଶେଷ ପ୍ରସ୍ତୁତି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ରବିବାର ଅପରାହ୍ନରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି କମିଟି କର୍ମକର୍ତ୍ତା ।