ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ ସ୍ତ୍ରୀ ଓ ପ୍ରସୂତି ବିଭାଗ ରେ ଡ଼ାକ୍ତର ନଥିବା ନେଇ ଉତ୍ତେଜନା
ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଡ଼ାକ୍ତର ନଥିବା ନେଇ ଉତ୍ତେଜନା ମୂଳକ ପରିସ୍ଥିତି ଦେଖା ଦେଇଥିଲା। ଏଥିସହିତ ପାନୀୟଜଳ ସମସ୍ୟା ନେଇ ଅସନ୍ତୋଷ ପ୍ରକାଶ କରିଥଲେ ରୋଗୀଙ୍କ ଅବିଭାବକ।ସୋମବାର ଦିନ ୩: ୩୦ଯାଏଁ ଏହି ଉତ୍ତେଜନା ମୂଳକ ପରିସ୍ଥିତି ଉପୁଜିଥିବା ଦେଖିବାକୁ ମିଳିଥିଲା।