Public App Logo
Jansamasya
National
South_delhi
Pmmsy
Haryana
Matsyasampadasesamriddhi
���ीएसटी
Cybersecurityawareness
Nextgengst
Fidfimpact
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
Worldenvironmentday
Beattheheat

ଗୋବିନ୍ଦପୁର: ଟାଙ୍ଗରମୁଣ୍ଡା ରେଳ ଷ୍ଟେସନ ନିକଟରେ ଟ୍ରେନ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ, ତଦନ୍ତ ଆରମ୍ଭ କଲା ପୋଲିସ

Govindpur, Sambalpur | Nov 11, 2025
ବାମରା ବ୍ଲକ ଅନ୍ତର୍ଗତ ଟାଙ୍ଗରମୁଣ୍ଡା ରେଳ ଷ୍ଟେସନ ନିକଟରେ ଟ୍ରେନ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଉଚ୍ଚକାପାଟ ପଞ୍ଚାୟତ ଅନ୍ତର୍ଗତ ସାଙ୍କୋବାହାଲ ଗ୍ରାମର ବିଶ୍ଵନାଥ ରଣା ମଙ୍ଗଳବାର ଦିନ ରେଳ ଧାରଣା ପାରି ହେଉଥିବା ବେଳେ ଦୃତ ଗତିରେ ଆସୁଥିବା ଏକ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା। ଟ୍ରେନ ଧକ୍କାରେ ତାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମୃତଦେହ ଖଣ୍ଡ ବିଖଣ୍ଡ ହୋଇ ରେଳ ଲାଇନ୍ ରେ ଛିଟିକି ପଡ଼ିଥିଲା। ସୂଚନା ପାଇ ବାମରା GRP ଫାଣ୍ଡି ଅଧିକାରୀ ଅରୁଣ ଭଇଁସାଲ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

MORE NEWS