ଆଜି ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବନ୍ଧୁଗାଁ ବ୍ଲକର କାପଲୋଡା ଗ୍ରାମପଞ୍ଚାୟତର ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏନେଇ ବ୍ଲକ କାର୍ଯ୍ୟାଳୟ ତରଫରୁ ଦିନ୧ଟେ ସମୟରେ ସୂଚନା ମିଳିଛି। ଉକ୍ତ ଅଭିଯୋଗ ଓ ଜନ ଶୁଣାଣି ଶିବିରରେ ବ୍ଲକ ପ୍ରଶାସନିକ ଅଧିକାରୀ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।