Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर

ଆନନ୍ଦପୁର ନିର୍ବାଚନ ମଣ୍ଡଳୀ ଶାଳଣିଆଁ ମଣ୍ଡଳ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ। ଏଥିରେ ବିଜେପି ନେତା ଆଲୋକ ସେଠୀ ଯୋଗଦେଇ ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ। ଜାତୀୟ ପତାକା ପ୍ରତି ସମ୍ମାନ ଓ ପ୍ରତ୍ୟେକ ଘରେ ଦେଶଭକ୍ତିର ଭାବନା ସୃଷ୍ଟି କରିବା ହେଉଛି ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମତବ୍ୟକ୍ତ କରିଥିଲେ।

Ghasipura, Kendujhar | Aug 13, 2026

MORE NEWS