ବ୍ରହ୍ମପୁର ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ଷ୍ଟାଡିୟମ ପରିସରରେ ୮୦ ତମ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇ ଯାଇଛି. ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ସଂଗ୍ରାମ କେଶରୀ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦେଶର ପ୍ରତୀକ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଅନୁଷ୍ଠିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଛନ୍ତି।
#gtvnewsodisha #berhampur #ganjam #odisha #silkcity
Ganjam, Ganjam | Aug 15, 2026