Public App Logo
Jansamasya
News
���ुलिस
Bjp
National
Bihar
India
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
���िल्ली
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
Haryana
Uttarpradesh
���ादी
Crimenews
Aap
Indore
Bareilly

ଦେବଗଡ: କଲାମାଟି ଏକଲବ୍ୟ ଆଦର୍ଶ ବିଦ୍ୟାଳୟରେ ଜନଜାତୀୟ ଗୌରବ ଦିବସ ଉଦଘାଟିତ

ଧରତୀ ଆବା ବୀର ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଉପଲକ୍ଷେ ତିଲେଇବଣି ବ୍ଲକ କଲାମାଟି ସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ରବିବାର ଜନଜାତୀୟ ଗୌରବ ଦିବସ ଉଦଘାଟିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷ ଡୋମନ୍ ଏକ୍କା ପୌରହିତ୍ୟ କରି ଧରତୀ ଆବା ବୀର ବିର୍ସା ମୁଣ୍ଡାଙ୍କ ତୈଳଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଅବସରରେ ସେ ବୀର୍ସା ମୁଣ୍ଡାଙ୍କ ସୌର୍ଯ୍ୟ ଏବଂ ସାହାସିକତା ଉପରେ ଆଲୋକପାତ କରି ଏହାକୁ ଅନୁସରଣ କରିବାକୁ ଉପସ୍ଥିତ ବିଦ୍ୟାର୍ଥୀ ମାନଙ୍କୁ ପରାମର୍ଶ ଦେଇଥିଲେ ।

MORE NEWS