ନୂଆପଡା: ନୂଆପଡା ଚୁଲଭଟାଠାରେ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା
ନୂଆପଡାରେ ପୂର୍ବତନ ବିଧାୟକ ଓ ମନ୍ତ୍ରୀ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ସ୍ମୃତିରେ ଚୁଲଭଟାଠା ଗ୍ରାମରେ ଏକ ପବିତ୍ର ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଥିଲା । ଏଥିରେ ଅନେକ ପ୍ରମୁଖ ନେତା ଓ ଗ୍ରାମବାସୀ ଉପସ୍ଥିତ ଥିଲେ ।