ଗୁଡାରି: ଗୁଡାରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାହିଁ ଲାଇବ୍ରେରୀ ସୁବିଧା, ଚିନ୍ତାରେ ଛାତ୍ରଛାତ୍ରୀ
ଗୁଡାରି ସ୍ଥିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଲାଇବ୍ରେରୀ ସୁବିଧା ନଥିବାରୁ ଛାତ୍ରଛାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ସମସ୍ୟାର ସମାଧାନ ପାଇଁ ଅଭିଭାବକମାନେ କଲେଜ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରିଛନ୍ତି।