ବାଲେଶ୍ୱରରେ ମା' ଦୁର୍ଗାଙ୍କୁ ଦର୍ଶନ କଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
Baleshwar, Balasore | Oct 18, 2026
ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସହରର ବିଭିନ୍ନ ପୂଜା ମଣ୍ଡପ ବୁଲି ମା' ଦୁର୍ଗାଙ୍କ ଦର୍ଶନ କରିଛନ୍ତି। ଏହି ସମୟରେ ତାଙ୍କ ସହ ବହୁ ବିଜେପି ନେତା ଉପସ୍ଥିତ ରହି ସାଧାରଣଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି।