Public App Logo
ଜୟପୁରରେ ବିଶାଳ ‘ଘର ଘର ତ୍ରିରଙ୍ଗା’ ଶୋଭାଯାତ୍ରା,ଘର ଘର ତ୍ରିରଙ୍ଗା’ ଅଭିଯାନକୁ ନେଇ ବାହାରିଥିଲା ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା। ହାତରେ ତ୍ରିରଙ୍ଗା ଧରି ଦେଶପ୍ରେମର ବାର୍ତ୍ତା ଦେଇଥିଲେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ। ଜୟପୁର ରଜାନଗର ଛକରୁ ବାହାରିଥିଲା ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା। ସହରର ବିଭିନ୍ନ ରାସ୍ତା ପରିକ୍ରମା କରି ଶୋଭାଯାତ୍ରା ବିକ୍ରମ ଦେବ ବିଶ୍ୱବିଦ୍ୟାଳୟ ପଡ଼ିଆରେ ପହଞ୍ଚିଥିଲା,ଏହି ଦେଶପ୍ରେମର ଯାତ୍ରାରେ ସାମିଲ ହୋଇଥିଲେ ଓଡ଼ିଶା ସରକାରଙ୍କ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି,କୋରାପୁଟ ବିଧାୟକ ରଘୁରାମ ମାଛ ଏବଂ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ। - Jeypore News