ସୁକିନ୍ଦା: ସୁକିନ୍ଦା ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ଠାରେ ଅୟୋଜିତ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନରେ ଯୋଗଦେଲେ ମନ୍ତ୍ରୀ
Sukinda, Jajpur | Sep 17, 2025 ସୁକିନ୍ଦା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଅୟୋଜିତ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନରେ ବୁଧବାର ଦିବା 12 ଘଟିକା ସମୟରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଯୋଗ ଦେଇଥିବା ବେଳେ ତାଙ୍କୁ ସୁକିନ୍ଦା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଅଧିକାରୀ ଡାକ୍ତର ଜୟଦେବ ନନ୍ଦ ମନ୍ତ୍ରୀଙ୍କୁ ଉତ୍ତରୀୟ ଓ ପୁଷ୍ପ ବୁଛ ଦେଇ ସ୍ୱାଗତ କରିବା ପରେ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନକୁ ଫିତା କାଟି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।