ସଦର: କଳାହାଣ୍ଡି ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ, ସ୍ଥାନୀୟ ରେଡ଼କ୍ରସ କଲ୍ୟାଣ ମଣ୍ଡପ ଠାରେ ପାଳିତ
ଆଜି ସ୍ଥାନୀୟ ରେଡକ୍ରସ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ହୋଇଥିବା ମୁଖ୍ୟ କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ସ୍ବତନ୍ତ୍ର ବିଦ୍ୟାଳୟ ଗୁଡିକର ଛାତ୍ର ଛାତ୍ରୀ, ଭିନ୍ନକ୍ଷମ ସଂଗଠନ ମାନଙ୍କର ସଦସ୍ୟ ସଦସ୍ୟା, ସ୍ବେଚ୍ଛାସେବୀ, ବୁଦ୍ଧିଜୀବୀ, ଅଭିଭାବକ ଯୋଗ ଦେଇ ଥିଲେ। ଏହି ଅବସରରେ ଆୟୋଜିତ ହୋଇଥିବା ସଭାରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଅଧ୍ୟକ୍ଷତା କରିଥିଲେ। ଜିଲ୍ଳା ପରିଷଦର ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ ମୁଖ୍ୟ ଅତିଥି,