ରାଜଗାଙ୍ଗପୁର: ପାହାଡ଼ି ମହାଦେବ ଶୈବପୀଠ ରେ ଅଷ୍ଟ ପ୍ରହର ନାମ ସଂକୀର୍ତ୍ତନ କାର୍ଯ୍ୟକ୍ରମ ଉଦଯାପିତ
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଅନ୍ତର୍ଗତ ପାହାଡି ମହାଦେବ ଶୈବପୀଠ ରେ ଅଷ୍ଟ ପ୍ରହରୀ ନାମ ସଂକୀର୍ତ୍ତନ କାର୍ଯ୍ୟକ୍ରମ ଉଦଯାପିତ ହୋଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇଥିଲେ।