ଜଳେଶ୍ବର: ଜଳେଶ୍ଵରରେ ଭତ୍ତା ଓ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ
ଜଳେଶ୍ଵର ପୌରପାଳିକାରେ ନୂତନ ଭତ୍ତା ହିତାଧିକାରୀଙ୍କୁ ଭତ୍ତା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରୀର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ବିଧାୟକ ଅଶ୍ୱିନୀ କୁମାର ପାତ୍ର ଅତିଥି ଭାବେ ଯୋଗ ଦେଇଥିଲେ।