ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି
Bhubaneswar M Corp, Khordha | Sep 14, 2025
ଲଘୁଚାପ ପ୍ରଭାବରେ ଆଜି ବି ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ହେଲେ ୬ ଜିଲ୍ଲାରେ...