Public App Logo
Jansamasya
News
पुलिस
Bjp
National
Police
Bihar
बिहार
कांग्रेस
मौत
बीजेपी
विधायक
Congress
Modi
Delhi
Viral
Odisha
Rajasthan
अमित_शाह
दिल्ली
Breakingnews
Narendramodi
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
शादी

ସୋନପୁର: ଅଲିଭା ମହାସଂଘ ଓ ବ୍ଲକ ପ୍ରଶାସନର ମିଳିତ ବୈଠକ ‎ତରଭା ବ୍ଲକ ଏନ.ଏ. ସି ସଭାଗୃହ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଛି

ଅଲିଭା ମହାସଂଘ ଓ ବ୍ଲକ ପ୍ରଶାସନର ମିଳିତ ବୈଠକ ‎ତରଭା ବ୍ଲକ ଏନ.ଏ. ସି ସଭାଗୃହ ଠାରେ ଦି ହଙ୍ଗର୍ ପ୍ରୋଜେକ୍ଟ ପକ୍ଷରୁ ଅଲିଭା ମହାସଂଘ ଓ ବ୍ଲକ ପ୍ରଶାସନର ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ହଙ୍ଗର ପ୍ରୋଜେକ୍ଟ ଇଣ୍ଡିଆ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ କ୍ଷେତ୍ରକର୍ମୀ ଧନୁର୍ଦ୍ଧର ନାଏକ ସମସ୍ତଙ୍କୁ ସ୍ବାଗତ ଜଣାଇଥିବା ବେଳେ ତାଲିମ୍ ପ୍ରଶିକ୍ଷକ ଗୁଣନିଧି ମାଝୀ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରି ସଭl କାର୍ଯ୍ୟ ପରିଚାଳନା କରିଥିଲେ।

MORE NEWS

ସୋନପୁର: ଅଲିଭା ମହାସଂଘ ଓ ବ୍ଲକ ପ୍ରଶାସନର ମିଳିତ ବୈଠକ ‎ତରଭା ବ୍ଲକ ଏନ.ଏ. ସି ସଭାଗୃହ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଛି - Sonapur News