ପୁରୀ ମ୍ୟୁନିସିପାଲଟି: ପୁରୀ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାର୍କଣ୍ଡେଶ୍ୱର ବାଳିକା ଉଚ୍ଚ ବିଦ୍ୟାଳୟ ରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଛି l
Puri M, Puri | Sep 15, 2025 ପୁରୀ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାର୍କଣ୍ଡେଶ୍ୱର ବାଳିକା ଉଚ୍ଚ ବିଦ୍ୟାଳୟ ରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଛି l ଆଜି ଦିନ 3 ସମୟରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l