Public App Logo
Jansamasya
News
पुलिस
Bjp
National
Bihar
बिहार
बीजेपी
भाजपा
विधायक
Congress
Modi
Delhi
Viral
Crime
Jharkhand
Up
Breakingnews
Narendramodi
Madhya_pradesh
Pmmodi
पटना
Rahulgandhi
Haryana
Crimenews
Bareilly
Breaking
Election
Politics
उत्तराखंड

କଟକ ପୌରାଞ୍ଚଳ: ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡାଳୁଆ ଖଣ୍ଡୁଆଳୀ ସଂରକ୍ଷିତ ଜଙ୍ଗଲରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ

ଅପରାହ୍ନ ରେ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡାଳୁଆ ଖଣ୍ଡୁଆଳୀ ସଂରକ୍ଷିତ ଜଙ୍ଗଲରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ ।୧୯୨୫ ଲିଟର ଦେଶୀ ରନ୍ଧାମଦ ସହ ୧୫୯୬୦ ଲିଟର ମଦ ପ୍ରସ୍ତୁତି ନିମନ୍ତେ ବ୍ୟବହୃତ ଗୁଡପୋଚ ଜବତ କରାଯିବା ସହିତ ୫ ଗୋଟି ମାମଲା ରୁଜୁ କରାଯାଇଛି।
କଟକ ପୌରାଞ୍ଚଳ: ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡାଳୁଆ ଖଣ୍ଡୁଆଳୀ ସଂରକ୍ଷିତ ଜଙ୍ଗଲରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ - Cuttack M Corp PS News