ନୂଆପଡା: jilapal ଙ୍କ ନୂଆପଡ଼ା ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ବୁଥ ପରିଦର୍ଶନ
ଆଜି ଦିନ ଦଶଟା ଦିନ ଦୁଇଟା ପର୍ଯ୍ୟନ୍ତ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ନୂଆପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନୂଆପଡ଼ା ଓ କୋମନା ବ୍ଲକ୍ ର ବିଭିନ୍ନ ବୁଥ ପରିଦର୍ଶନ କରିଥିଲେ।ଏହି ଅବସରରେ ସେ ବୁଥ ର ଆନୁଷଙ୍ଗିକ ବ୍ୟବସ୍ଥା ଯାଞ୍ଚ କରିବା ସହ ଆବଶ୍ୟକ ସ୍ଥଳେ ବିଡିଓ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।