Public App Logo
Jansamasya
Agra
Cbi
Politics
Abvp
���ायल
Fatehpur
Jodhpur
Amitshah
Uppolice
Punjab
Live
Pratapgarh
Westbengal
Ballia
Farrukhabad
Mirzapur
Rain
Haridwar
Tikamgarh
Trending
Prayagraj
Modiji
Protest
���तरपुर
���ोगी_आदित्यनाथ
Letestnews
Arvindkejriwal
Weather
Hapur

ଧରାକୋଟ: ଶ୍ରୀ ରାଜ ଉଚ୍ଚ ବିଦ୍ୟାଳୟ ଠାରେ ବିଶ୍ବ ଦିବ୍ୟାଙ୍ଗ ଦିବସ ପାଳିତ

Dharakote, Ganjam | Dec 3, 2025
ଗଞ୍ଜାମ ଜିଲ୍ଲା ଧରାକୋଟ ଗୋଷ୍ଠୀ ଶିକ୍ଷ୍ୟା ଅଧିକାରୀଙ୍କ ଆନୁକୁଲ୍ୟରେ ସ୍ଥାନୀୟ ଶ୍ରୀ ରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ବିଶ୍ଵ ଦିବ୍ୟାଙ୍ଗ ଦିବସ ପାଳନ ହୋଇଯାଇଛି । ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ,ମୁଖ୍ୟ ବକ୍ତା ଭାବେ ବି ଆର ସି ସି ସୌରୀ ଶଙ୍କର ବେହେରା, ସମ୍ମାନୀତ ଅତିଥି ଭାବରେ ଏ ବି ଇ ଓ ବିଭୁତି ଭୁଷଣ ପାତ୍ର,ଡାକ୍ତର ରୋହନ ପାତ୍ର,ସାମ୍ବାଦିକ ହୃଦାନନ୍ଦ ଜେନା ପ୍ରମୁଖ ଯୋଗଦେଇଥିଲେ l
ଧରାକୋଟ: ଶ୍ରୀ ରାଜ ଉଚ୍ଚ ବିଦ୍ୟାଳୟ ଠାରେ ବିଶ୍ବ ଦିବ୍ୟାଙ୍ଗ ଦିବସ ପାଳିତ - Dharakote News