କାଶୀନଗର: ଚୁଡ଼ଙ୍ଗପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚିଲେ ବିଧାୟକ ରୁପେଶ କୁମାର ପାଣିଗ୍ରାହୀ
ଗଜପତି କାଶୀନଗର ବ୍ଲକ୍ ଚୁଡ଼ଙ୍ଗପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଗସ୍ତ କଲେ ପାରଳାଖେମୁଣ୍ଡି ବିଧାୟକ ରୁପେଶ କୁମାର ପାଣିଗ୍ରାହୀ। ବିଦ୍ୟାଳୟର ଭିତ୍ତିଭୂମି ଓ ଶିକ୍ଷା ସମସ୍ୟା ନେଇ ଆଲୋଚନା କରି ସମାଧାନର ପ୍ରତିଶ୍ରୁତି ଦେଲେ ବିଧାୟକ।