ଚମ୍ପୁଆ: ତୁରୁମୁଙ୍ଗା ଦଧିବାମନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କର୍ମଚାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଦଧିବାମନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କର୍ମଚାରୀ ଭଗବାନ ମହାନ୍ତଙ୍କୁ ଅବସର ଅବସରରେ ସମ୍ବର୍ଦ୍ଧନା ଦିଆଯାଇଛି। ସ୍କୁଲ ପରିବାର ପକ୍ଷରୁ ତାଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା।