ଜରପଡା: ଗୋଳାଗାଡ଼ିଆ ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ପ୍ରତିକ୍ରିୟା ରଖିଲେ ପରିବାର ଲୋକେ
ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ଗୋଳାଗାଡ଼ିଆ ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ଗୋରୁ ବେପାରକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ ।ସୋମବାର ପୂର୍ବାହ୍ନରେ ଗୋଳାଗାଡ଼ିଆ ଠାରେ ଏନେଇ ପରିବାର ଲୋକେ ପ୍ରତିକ୍ରିୟା ରଖିଛନ୍ତି।