ବ୍ରହ୍ମପୁର ସହରର କଳେବର ହେବ ଗ୍ରେଟର ବ୍ରହ୍ମପୁର ସିଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଘୋଷଣା । ଏଥିପାଇଁ ଆବଶ୍ୟକ ଡିପିଆର ପ୍ରସ୍ତୁତ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ।୬୦୦୦ କୋଟି ଟଙ୍କାରେ ବ୍ରହ୍ମପୁର-ଜୟପୁରକୁ ସଂଯୋଗ କରି ଏକ ୬ ଲେନ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ । ବୁଧବାର ଅପରାହ୍ନରେ ବ୍ରହ୍ମପୁରରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ।