ସୋନପୁର: ପିତାମହୁଲ ଗ୍ରାମରେ ସାନଭାଇର ଟାଙ୍ଗିଆ ଚୋଟରେ ବଡଭାଇ ଗୁରୁତର, ଚିକିତ୍ସା ପାଇଁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି
Sonapur, Subarnapur (Sonepur) | Jul 31, 2025
ସୂଚନା ଅନୁସାରେ ଆଜି ସନ୍ଧ୍ୟାରେ କୌଣସି ଘରୋଇ ସମସ୍ୟାକୁ କେନ୍ଦ୍ରକରି ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ବଢିଆ ସାହିର...