ଦେବଗଡ ଜିଲ୍ଲା କୃଷି ବିଭାଗ ଆନୁକୂଲ୍ୟରେ ଦେବଗଡ ଜିଲା ମୂଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଶୁକ୍ରବାର ଦିନ ପ୍ରାୟ ୨ ପର୍ଯ୍ୟନ୍ତ ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମୂଖ୍ୟ କୃଷି ଅଧିକାରୀ ସଞ୍ଜୟ କୁମାର ପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଦେବଗଡ ଜିଲାପାଳ କବିନ୍ଦ୍ର କୁମାର ସାହୁ ଯୋଗ ଦେଇଥିଲେ।