ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ବଡବୁରୁଡା ଗ୍ରାମର ଶାବରୀ ମଠ ଠାରେ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାର ଖବର ମିଳିଛି ।
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ବଡବୁରୁଡା ଗ୍ରାମର ଶାବରୀ ମଠ ଠାରେ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାର ଖବର ମିଳିଛି । ଏହି କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଆଜି ଦିନ 12 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବେଳେ ବରିଷ୍ଠ ବିଜେପି ନେତା ଶ୍ରୀକାନ୍ତ ପାଢୀ ଯୋଗ ଦେଇ ଲୋକଙ୍କୁ କମ୍ବଳ ବଣ୍ଟନ କରିଥିଲେ ।