ଜୁଜୁମୁରା: ନୁଆଁବରଙ୍ଗାମାଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ
ନୁଆଁବରଙ୍ଗାମାଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଏକ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛିଭିନ୍ନକ୍ଷମ, ବାର୍ଦ୍ଧକ୍ୟ ଓ ବିଧବା ମାନଙ୍କ ପାଇଁ ରବିବାର ସକାଳେ ଜୁଯୋମୁରା ବ୍ଲକ ନୁଆଁବରଙ୍ଗାମାଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଏକ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି।