Public App Logo
Jansamasya
Bjp
National
Bihar
���ीजेपी
Uttar_pradesh
Congress
Modi
Delhi
Viral
Jharkhand
���िल्ली
Breakingnews
Madhya_pradesh
Pmmodi
Rahulgandhi
Haryana
Sambalpur
Cyclone
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
No video available

ତିର୍ତ୍ତୋଲ: ଧରାଧରପୁର ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ, ଯୋଗଦେଲେ ବିଡିଓ

Tirtol, Jagatsinghpur | Feb 19, 2024
ରଘୁନାଥପୁର ବ୍ଲକ ଅନ୍ତର୍ଗତ ଧରାଧରପୁର ପଞ୍ଚାୟତରେ ଆଜି ଅପରାହ୍ନରେ ଆମ ଓଡ଼ିଶା ନବୀନ ଓଡ଼ିଶା ମାଧ୍ୟମରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ବିଡିଓ ଯୋଗଦେଇ ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ମାଧ୍ୟମରେ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିଥିଲେ।

MORE NEWS

ତିର୍ତ୍ତୋଲ: ଧରାଧରପୁର ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ, ଯୋଗଦେଲେ ବିଡିଓ - Tirtol News