ଶୁକ୍ରବାର ଅପରାହ୍ନରେ ଭବାନୀପାଟଣା ବ୍ରଜ ମୋହନ ହାଇସ୍କୁଲ ପରିସରରେ ଆୟୋଜିତ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ ହେଇ ଯାଇଚି। ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛାତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ସମାରୋହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରଓ୍ଵାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସ୍ଵତନ୍ତ୍ର ଅତିଥି ଭାବେ ଭାରତୀୟ ପ୍ରଶାସନିକ ସେବାର ଶିକ୍ଷା ନବୀସ ଅନିମେଶ ପ୍ରଧାନ। ଅତିଥି ମାନଙ୍କ ଦ୍ଵାରା କୃତିତ୍ୱ ହାସଲ କରିଥିବା ପ୍ରତିଭାଙ୍କୁ ପୂରସ୍କୃତ କରି ଉତ୍ସାହିତ କରିଥିଲେ।