ସୋନପୁର: ଆସନ୍ତା ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଜିଲ୍ଲାରେ ସୁସ୍ଥ ନାରୀ ଶସକ୍ତ ପରିବାର କାର୍ଯ୍ୟକ୍ରମ ଆରମ୍ଭ ନିଜ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ସୂଚନା।
ଆସନ୍ତା ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସର୍ବ ଭାରତରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି।ଏହି ଅବସରରେ ଆମ ଜିଲ୍ଲାରେ ମଧ୍ୟ ଏହି କାର୍ଯ୍ୟ କ୍ରମ ଆରମ୍ଭ ହେବ।ଏନେଇ ଆଜି ଦିନ ୩ଟାରେ ନିଜ କାର୍ଯ୍ୟାଳୟରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼କ୍ଟର ନୃପରାଜ ସହୁ ଏକ ସାମ୍ବାଦିକ ସମ୍ବିଳନୀରେ ସୂଚନା ଦେଇଛନ୍ତି।