ନବରଙ୍ଗପୁର ପୂର୍ବତନ ସାଂସଦ ରମେଶ ଚନ୍ଦ୍ର ମାଝୀ ନବରଙ୍ଗପୁର ଜିଲ୍ଲା ସଦର ଠାରେ ଏକ ସାମାଜିକ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ l ସହର ର ସ୍ବର୍ଗତ ଭାଗିରଥି ମହାପାତ୍ର ଙ୍କ ଦଶାହ କାର୍ଯ୍ୟକ୍ରମ ରେ ଯୋଗଦେଇ ଫଟ ଚିତ୍ର ରେ ପୁଷ୍ପ ମାଲ୍ୟ ଅର୍ପଣ ପୂର୍ବକ ତାଙ୍କର ଆମର ଆତ୍ମାର ସଦଗତି ନିମନ୍ତେ ନିରବ ପ୍ରାର୍ଥନା କରିବା ସହ ପରିବାର ବର୍ଗଙ୍କୁ ସାନ୍ତ୍ୱନା ଦେଇଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ବିଜେଡି ର ବରିଷ୍ଠ ନେତା ପ୍ରମୋଦ ରଥ ସମେତ ଅନେକ କର୍ମୀ ଉପସ୍ଥିତ ରହି ପରିବାର ବର୍ଗଙ୍କୁ ସମବେଦନା ଜଣେଇ ଥିଲେ l