ସୋନପୁର: ବାଙ୍କୀପାଲି ଛକରୁ 20 ଲିଟର ଦେଶି ମଦ ଶହ ଜଣେ ଅଭିଯୁକ୍ତ ଗିରଫ, ରାମପୁର ଥାନାରେ ମାମଲା ରୁଜୁ
ସୂଚନା ଅନୁସାରେ ଗତକାଲି ସୁବର୍ଣ୍ଣପୁର ଜିଲ୍ଲା ରାମପୁର ପୋଲିସ ରାତ୍ରିକାଳୀନ ପାଟ୍ରୋଲିଙ୍ଗ କରୁଥିବା ବେଳେ, 20 ଲିଟର ଦେଶି ମଦ ଶହ ଜଣେ ଅଭିଯୁକ୍ତକୁ ଗିରଫ କରିଛି l ଏନେଇ ଏକ ମାମଲା ରୁଜୁ ହୋଇଥିବା ବେଳେ ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବା ନେଇ ପୋଲିସ ସୂତ୍ରରୁ ସୂଚନା ମିଳିଛି l