Public App Logo
Jansamasya
National
South_delhi
Pmmsy
Haryana
Matsyasampadasesamriddhi
���ीएसटी
Cybersecurityawareness
Nextgengst
Fidfimpact
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
Worldenvironmentday
Beattheheat

ତଲସରା: ବଡ଼ଗାଁ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ପେନସନଭୋଗୀ ଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଶିବିର

Talasara, Sundargarh | Nov 11, 2025
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଆଜି ଶାଖା ପରିସରରେ ପେନସନଭୋଗୀ ମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବଡ଼ଗାଁ ନର୍ସିଂ କଲେଜ ର ଡାକ୍ତର ଓ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରି ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଶାଖା ପରିଚାଳକ ମନୋଜ ଗୁଡିଆ ପରିଚାଳନା କରିଥିଲେ ‌।

MORE NEWS