ବାଲିକୁଦା: ବାଲିକୁଦା ବ୍ଲକ ଆମ୍ବଶାଳ ଅରବିନ୍ଦ ପୂର୍ଣ୍ଣାଙ୍କ ଶିକ୍ଷାକେନ୍ଦ୍ର ରେ 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |
ବାଲିକୁଦା ବ୍ଲକ ଆମ୍ବଶାଳ ଅରବିନ୍ଦ ପୂର୍ଣ୍ଣାଙ୍କ ଶିକ୍ଷାକେନ୍ଦ୍ର ରେ 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ | ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଆମ୍ବଶାଳ ଅରବିନ୍ଦ ପୂର୍ଣ୍ଣାଙ୍କ ଶିକ୍ଷାକେନ୍ଦ୍ର ରେ 27ତମ ବାର୍ଷିକ ଉତ୍ସବ ଆଜି ସନ୍ଧ୍ୟା 7ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି ଏଥିରେ ବାଲିକୁଦା ପଞ୍ଚାୟତ ଅଧକ୍ଷ ପ୍ରକାଶ ଚନ୍ଦ୍ର ପ୍ରଧାନ. ଆମ୍ବଶାଳ ସରପଞ୍ଚ, ବିଦ୍ୟାଳୟର ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ