Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
Coronavirus
कांग्रेस
मौत
Accident
Congress
Modi
Delhi
Viral
मध्यप्रदेश
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
Chhattisgarh
Uttarpradesh
Haryana
Uttarakhand
लखनऊ

ବାରିପଦା ମ୍ୟୁନିସିପାଲଟି: ରାଜ୍ୟସ୍ତରୀୟ ରଗବୀ ଫୁଟବଲ ପ୍ରତିଯୋଗିତା ରେ ମୟୂରଭଞ୍ଜରୁ ୪୮ ସାମିଲ; MKC ହାଇସ୍କୁଲରେ ଶୁଭେଚ୍ଛା ଜ୍ଞାପନ

ଓଡିଶା ରାଜ୍ୟସ୍ତରୀୟ ରଗବୀ ଫୁଟବଲ ପ୍ରତିଯୋଗିତା ଚଳିତ ନଭେମ୍ବର ମାସ ୨ ରୁ ୪ ତାରିଖ ପର୍ଯ୍ୟନ୍ତ ଭୂବନେଶ୍ୱର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଆଇଆରସି ଭିଲେଜ ଠାରେ ଅନୁଷ୍ଠିତ ହେବ l ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ମାର୍ଗଦର୍ଶନରେ ଓ ଜିଲ୍ଲା ଶାରୀରିକ ଶିକ୍ଷା ପରିଦର୍ଶକ ଭାଗିରଥି ମଲ୍ଲିକଙ୍କ ତତ୍ତ୍ୱବଧାନରେ ମୟୂରଭଞ୍ଜ ଜିଲ୍ଲା ରୁ ୪୮ ଜଣ କ୍ରୀଡାବିତ୍ତ ଯୋଗ ଦେବେ । ଏନେଇ ଶନିବାର ଦିନ ପ୍ରାୟ ୪ଟାରେ ବାରିପଦାର ଏମକେସି ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଭବ୍ୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା।