ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର। ସ୍ଥାନୀୟ ଲୋକେ ନିଜର ବିଭିନ୍ନ ଅଭିଯୋଗ ଜଣାଇଛନ୍ତି।