ଜାତୀୟ ଶକ୍ତି ସଂରକ୍ଷଣ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ପାଇଁ ଏକ ରାଲି ରବିବାର ଦିନ ପ୍ରାୟ ୧୦ଟାରେ ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଙ୍କ ମାର୍ଗଦର୍ଶନରେ ଓ ଜିଲ୍ଲା ବିଜ୍ଞାନ ପରିଦର୍ଶକ ଜ୍ଞାନରଞ୍ଜନ ଆଚାର୍ଯ୍ୟ ଙ୍କ ପ୍ରତେକ୍ଷ୍ୟ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି l ବାରିପଦା ସ୍ଥିତ ଏମପିକେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରୁ ଉକ୍ତ ରାଲି ଟି ଆରମ୍ଭ ହୋଇ ସହର ପରିକ୍ରମା କରିଥିଲା